କଲସୀୟ 1:24 - ପବିତ୍ର ବାଇବଲ24 ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମୋତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦେହ ସ୍ୱରୂପ ମଣ୍ଡଳୀ ମାଧ୍ୟମରେ କେତେକ କଷ୍ଟ ଭୋଗିବା ବାକି ଥିଲା। ସେଗୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମୋର ଅଂଶ ମୁଁ ମୋ’ ଦେହରେ ଗ୍ରହଣ କରୁଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ତଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି; Sien die hoofstukଓଡିଆ ବାଇବେଲ24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି; Sien die hoofstukପବିତ୍ର ବାଇବଲ (CL) NT (BSI)24 ବର୍ତ୍ତମାନ ତୁମ୍ଭମାନଙ୍କ ନିମନ୍ତେ ମୋର ଦୁଃଖଭୋଗ ପାଇଁ ମୁଁ ଆନନ୍ଦିତ। କାରଣ ମୋର ଶାରୀରିକ ଦୁଃଖଭୋଗ ଦ୍ୱାରା ମୁଁ ଖ୍ରୀଷ୍ଟଙ୍କର ଶରୀରରୂପ ମଣ୍ଡଳୀ ପକ୍ଷରୁ ଖ୍ରୀଷ୍ଟଙ୍କ ଦୁଃଖଭୋଗର ଅବଶିଷ୍ଟାଂଶକୁ ପୂରଣ କରିବା ପାଇଁ ସାହାଯ୍ୟ କରୁଛି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି; Sien die hoofstuk |