ଦାନିୟେଲ 1:1 - ପବିତ୍ର ବାଇବଲ1 ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ୱର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ସୈନ୍ୟବାହିନୀ ସହ ଆସି ଯିରୁଶାଲମକୁ ଅବରୋଧ କଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜା ଯିହୋୟାକୀମର ରାଜତ୍ଵର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା। Sien die hoofstukଓଡିଆ ବାଇବେଲ1 ଯିହୁଦାର ରାଜା ଯିହୋୟାକୀମ୍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜା ଯିହୋୟାକୀମ୍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା। Sien die hoofstuk |