ଦାନିୟେଲ 1:14 - ପବିତ୍ର ବାଇବଲ14 ତେଣୁ ଗୃହରକ୍ଷୀ ଏ ବିଷୟରେ ଏକମତ ହୋଇ, ଦାନିୟେଲ, ହନାନିୟ, ମୀଶାୟେଲ ଏବଂ ଅସରିୟଙ୍କୁ ଦଶ ଦିନ ପର୍ଯ୍ୟନ୍ତ ପରୀକ୍ଷା କଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)14 ତହିଁରେ ସେ ଏ ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। Sien die hoofstukଓଡିଆ ବାଇବେଲ14 ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। Sien die hoofstuk |