ଉପଦେଶକ 11:9 - ପବିତ୍ର ବାଇବଲ9 ହେ ଯୁବକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦୟ ଯାହା କରିବା ପାଇଁ ତୁମ୍ଭକୁ ଆଗେଇ ନେଉଛି, ତାହା କର। ଯାହା ଗ୍ଭହୁଁଛ ତାହା କର। କିନ୍ତୁ ମନେରଖ ଯେ, ତୁମ୍ଭେମାନେ ଯାହାସବୁ କରୁଛ, ପରମେଶ୍ୱର ତା'ର ବିଗ୍ଭର କରିବେ। Sien die hoofstukପବିତ୍ର ବାଇବଲ (Re-edited) - (BSI)9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ଵର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। Sien die hoofstukଓଡିଆ ବାଇବେଲ9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। Sien die hoofstuk |