ଉପଦେଶକ 2:2 - ପବିତ୍ର ବାଇବଲ2 ସର୍ବଦା ହସିବା ମୂର୍ଖାମି ଅଟେ। ଖୁସୀ ରହି କ’ଣ ଲାଭ? Sien die hoofstukପବିତ୍ର ବାଇବଲ (Re-edited) - (BSI)2 ମୁଁ ହାସ୍ୟ ବିଷୟରେ କହିଲି, ତାହା ବାତୁଳତା; ଆନନ୍ଦ ବିଷୟରେ କହିଲି, ତାହା କଅଣ କରେ? Sien die hoofstukଓଡିଆ ବାଇବେଲ2 ମୁଁ ହାସ୍ୟ ବିଷୟରେ କହିଲି, “ତାହା ପାଗଳାମି”, ଆନନ୍ଦ ବିଷୟରେ କହିଲି, “ତାହା କଅଣ କରେ ?” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ହାସ୍ୟ ବିଷୟରେ କହିଲି, “ତାହା ପାଗଳାମି”, ଆନନ୍ଦ ବିଷୟରେ କହିଲି, “ତାହା କଅଣ କରେ?” Sien die hoofstuk |