ଉପଦେଶକ 3:2 - ପବିତ୍ର ବାଇବଲ2 ଜନ୍ମ ହେବାର ଏକ ସମୟ ଅଛି, ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି, ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)2 ଜନ୍ମିବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; Sien die hoofstukଓଡିଆ ବାଇବେଲ2 ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; Sien die hoofstuk |