ଉପଦେଶକ 5:15 - ପବିତ୍ର ବାଇବଲ15 ସେ ଆପଣା ମାତୃ ଗର୍ଭରୁ ଯେପରି ଆସିଥିଲା, ସେପରି ଉଲଗ୍ନ ହୋଇ ଫେରିଯିବ। ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ନେଇଯାଇ ପାରିବ ନାହିଁ, ଏପରି କିଛି ସଙ୍ଗେ ନେବ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ଵହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ। Sien die hoofstukଓଡିଆ ବାଇବେଲ15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ। Sien die hoofstuk |