ଉପଦେଶକ 6:10 - ପବିତ୍ର ବାଇବଲ10 ଯାହା ହେଉଛି ତାହା ଆଗରୁ ନିର୍ଦ୍ଧାରିତ ହୋଇଅଛି। ଏବଂ ଯେଉଁ ପଥରେ ମନୁଷ୍ୟ ସମାଜ ଗ୍ଭଲେ ତାହା ପରମେଶ୍ୱର ଜାଣନ୍ତି। ଆଉ ଯିଏ ସେମାନଙ୍କଠାରୁ ଶକ୍ତିଶାଳୀ ତାଙ୍କ ସହିତ ଯୁକ୍ତି କରି ସେମାନେ କେବେ ଜିତି ପାରିବେ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)10 ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରା; ସଙ୍ଗେ ବିରୋଧ କରି ନ ପାରେ। Sien die hoofstukଓଡିଆ ବାଇବେଲ10 ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ। Sien die hoofstuk |