ଉପଦେଶକ 8:7 - ପବିତ୍ର ବାଇବଲ7 ଏବଂ ସେ ଜାଣେ ନାହିଁ କ’ଣ ଘଟିବାକୁ ଯାଉଛି। କାରଣ କେହି କହି ପାରିବେ ନାହିଁ ଭବିଷ୍ୟତରେ କ’ଣ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)7 କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ? Sien die hoofstukଓଡିଆ ବାଇବେଲ7 କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ? Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ? Sien die hoofstuk |