ଏଫିସୀୟ 1:12 - ପବିତ୍ର ବାଇବଲ12 ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ୱରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)12 ଯେପରି ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ଵରଙ୍କ ଗୌରବର ପ୍ରଶଂସାର କାରଣ ହେଉ। Sien die hoofstukଓଡିଆ ବାଇବେଲ12 ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ପ୍ରଶଂସାର କାରଣ ହେଉ। Sien die hoofstukପବିତ୍ର ବାଇବଲ (CL) NT (BSI)12 ଆସ, ଯେଉଁମାନେ ସର୍ବପ୍ରଥମେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଥିଲୁ, ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ। Sien die hoofstuk |