ଏଫିସୀୟ 1:22 - ପବିତ୍ର ବାଇବଲ22 ପରମେଶ୍ୱର ସବୁକିଛି ଖ୍ରୀଷ୍ଟଙ୍କ ଅଧୀନରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ୟ ରୂପେ ସ୍ଥାପିତ କରିଛନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକ ସ୍ଵରୂପେ ମଣ୍ତଳୀକୁ ଦାନ କଲେ; Sien die hoofstukଓଡିଆ ବାଇବେଲ22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ; Sien die hoofstukପବିତ୍ର ବାଇବଲ (CL) NT (BSI)22 ଈଶ୍ୱର ସମସ୍ତ ବିଷୟ ଖ୍ରୀଷ୍ଟଙ୍କ ପାଦ ତଳେ ରଖିଛନ୍ତି ଏବଂ ସମସ୍ତ ବିଷୟ ଉପରେ ତାଙ୍କୁ ସର୍ବୋପରିସ୍ଥ ପ୍ରଭୁ ରୂପେ ମଣ୍ଡଳୀକୁ ପ୍ରଦାନ କରିଛନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ; Sien die hoofstuk |