ଏଫିସୀୟ 3:13 - ପବିତ୍ର ବାଇବଲ13 ସେଥିପାଇଁ ମୁଁ କୁହେ ଯେ ତୁମ୍ଭମାନଙ୍କ ପାଇଁ ମୁଁ ଯାତନା ଭୋଗୁ ଥିବାରୁ ହତୋତ୍ସାହିତ ହୁଅ ନାହିଁ। ମୋର ଏହି ଯାତନାଗୁଡ଼ିକ ତୁମ୍ଭ ନିମନ୍ତେ ଗୌରବଜନକ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)13 ଅତଏବ, ମୁଁ ଅନୁରୋଧ କରେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଳେଶଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କର ଗୌରବ। Sien die hoofstukଓଡିଆ ବାଇବେଲ13 ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ । Sien die hoofstukପବିତ୍ର ବାଇବଲ (CL) NT (BSI)13 ସେଥିପାଇଁ ମୋର ଅନୁରୋଧ, ତୁମ୍ଭମାନଙ୍କ ନିମନ୍ତେ ମୋର ଦୁଃଖଭୋଗ ପାଇଁ ନିରାଶ ହୁଅ ନାହିଁ, କାରଣ ଏ ସବୁ ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ହୋଇଅଛି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ। Sien die hoofstuk |