ଏଫିସୀୟ 5:16 - ପବିତ୍ର ବାଇବଲ16 ଏହା ଅତ୍ୟନ୍ତ ମନ୍ଦ ସମୟ ହୋଇ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)16 ପୁଣି, ସୁଯୋଗର ସଦ୍ବ୍ୟବହାର କର, କାରଣ କାଳ ମନ୍ଦ ଅଟେ। Sien die hoofstukଓଡିଆ ବାଇବେଲ16 ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ। Sien die hoofstukପବିତ୍ର ବାଇବଲ (CL) NT (BSI)16 ପ୍ରତ୍ୟେକ ସୁଯୋଗର ସଦ୍ବ୍ୟବହାର କର, କାରଣ ଦୁର୍ଦ୍ଦିନ ଉପସ୍ଥିତ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ। Sien die hoofstuk |