ଏଫିସୀୟ 5:31 - ପବିତ୍ର ବାଇବଲ31 ଶାସ୍ତ୍ର କୁହେ: “ଅତଏବ ଜଣେ ମନୁଷ୍ୟ ନିଜ ପିତା ଓ ମାତାକୁ ଛାଡ଼ି ତା ପତ୍ନୀ ସହିତ ସଂଲଗ୍ନ ହୁଏ। ଓ ସେ ଦୁଇଜଣ ଏକ ହୋଇ ଯାଆନ୍ତି।” Sien die hoofstukପବିତ୍ର ବାଇବଲ (Re-edited) - (BSI)31 “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।” Sien die hoofstukଓଡିଆ ବାଇବେଲ31 ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀ ଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ । Sien die hoofstukପବିତ୍ର ବାଇବଲ (CL) NT (BSI)31 ଧର୍ମଶାସ୍ତ୍ରରେ କୁହାଯାଇଥିବା ଅନୁଯାୟୀ: “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ଛାଡ଼ି ଆପଣା ସ୍ତ୍ରୀ ସହିତ ସଂଯୁକ୍ତ ହେବ ଏବଂ ସେ ଦୁହେଁ ମିଶି ଏକ ହେବେ।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ। Sien die hoofstuk |