ଏଫିସୀୟ 6:15 - ପବିତ୍ର ବାଇବଲ15 ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହୋଇ ରୁହ, ଏଥିପାଇଁ, ପାଦରେ ଶାନ୍ତି ଦାୟକ ସୁସମାଗ୍ଭରର ଜୋତା ପିନ୍ଧ। Sien die hoofstukପବିତ୍ର ବାଇବଲ (Re-edited) - (BSI)15 ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜତାରୂପ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ; Sien die hoofstukଓଡିଆ ବାଇବେଲ15 ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ; Sien die hoofstukପବିତ୍ର ବାଇବଲ (CL) NT (BSI)15 ପାଦରେ ଶାନ୍ତିର ସୁସମାଚାରରୂପ ପାଦୁକା ପିନ୍ଧି ପ୍ରସ୍ତୁତ ହୋଇ ଠିଆ ହୁଅ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ; Sien die hoofstuk |