Aanlyn Bybel

- Advertensies -




ଆଦି ପୁସ୍ତକ 1:28 - ପବିତ୍ର ବାଇବଲ

28 ସେଥିପାଇଁ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ ଏବଂ କହିଲେ, “ବହୁତ ସନ୍ତାନ-ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀରେ ଶାସନ କରି, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳରେ ଥିବା ମତ୍ସ୍ୟଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚର ପ୍ରାଣୀଗଣ ଉପରେ ଶାସନ କର।”

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

28 ଆଉ ପରମେଶ୍ଵର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି ପରମେଶ୍ଵର ସେମାନଙ୍କୁ କହିଲେ, ପ୍ରଜାବ; ଓ ବହୁବଂଶ ହୁଅ, ପୁଣି ପୃଥିବୀକି ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।

Sien die hoofstuk Kopieer

ଓଡିଆ ବାଇବେଲ

28 ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”

Sien die hoofstuk Kopieer




ଆଦି ପୁସ୍ତକ 1:28

Volg ons:

Advertensies


Advertensies