ଏବ୍ରୀ 1:3 - ପବିତ୍ର ବାଇବଲ3 ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ସେ ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ଵର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ଵାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି ପାପ ମାର୍ଜ୍ଜନା କଲା ଉତ୍ତାରେ, ଊର୍ଦ୍ଧ୍ଵସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବେଶନ କରିଅଛନ୍ତି, Sien die hoofstukଓଡିଆ ବାଇବେଲ3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି, Sien die hoofstukପବିତ୍ର ବାଇବଲ (CL) NT (BSI)3 ତାଙ୍କଠାରେ ଈଶ୍ୱରଙ୍କ ମହିମାର ତେଜ ପ୍ରତିଫଳିତ ଓ ସମ୍ପୂର୍ଣ୍ଣ ଐଶ୍ୱରିକତ୍ପ ସନ୍ନିବେଶିତ। ପୁଣି ସେ ନିଜର ବାକ୍ୟ ବଳରେ ସମଗ୍ର ବିଶ୍ୱଜଗତକୁ ପିୟତ୍ରଣ କରୁଛନ୍ତି। ସେ ମନୁଷ୍ୟ ଜାତି ନିକନ୍ତେ ପାପ କ୍ଷମା ସାଧନ କରି ସ୍ୱର୍ଗରେ ପରାତ୍ପର ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି, Sien die hoofstuk |