ଯାକୁବଙ୍କ ପତ୍ର 1:18 - ପବିତ୍ର ବାଇବଲ18 ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମଫଳ ସ୍ଵରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ଵାରା ଆମ୍ଭମାନଙ୍କୁ ଜନ୍ମ ଦେଲେ। Sien die hoofstukଓଡିଆ ବାଇବେଲ18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ । Sien die hoofstukପବିତ୍ର ବାଇବଲ (CL) NT (BSI)18 ସମଗ୍ର ପ୍ରାଣୀ ଜଗତରେ ଆମେ ଯେପରି ପ୍ରଥମ ସ୍ଥାନ ଅଧିକାର କରିବୁ, ଏଥିପାଇଁ ସେ ସ୍ୱଇଚ୍ଛାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ସୃଷ୍ଟି କଲେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ। Sien die hoofstuk |