ଯିରିମୀୟ 11:23 - ପବିତ୍ର ବାଇବଲ23 ଅନାଥୋତ୍ରେ ଅବଶିଷ୍ଟ କେହି ରହିବେ ନାହିଁ। ଆମ୍ଭେ ସେମାନଙ୍କ ପ୍ରତି ଶାସ୍ତି ବିଧାନ କରିବା ଓ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା।” Sien die hoofstukପବିତ୍ର ବାଇବଲ (Re-edited) - (BSI)23 ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ-ପ୍ରାପ୍ତିର ବର୍ଷ ଆଣିବା। Sien die hoofstukଓଡିଆ ବାଇବେଲ23 ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।” Sien die hoofstuk |