ଯିରିମୀୟ 12:15 - ପବିତ୍ର ବାଇବଲ15 ପୁଣି ସେମାନଙ୍କୁ ଉତ୍ପାଟନ କଲାପରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା। ପୁଣି ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଜମିକୁ ଫେରାଇ ଆଣିବା। Sien die hoofstukପବିତ୍ର ବାଇବଲ (Re-edited) - (BSI)15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା। Sien die hoofstukଓଡିଆ ବାଇବେଲ15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକୁ ପୁନର୍ବାର ଆଣିବା। Sien die hoofstuk |