ଯିରିମୀୟ 15:1 - ପବିତ୍ର ବାଇବଲ1 ଅନନ୍ତର ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯଦିଓ ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୋଇ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର। ସେମାନଙ୍କୁ ବାହାରି ଯିବାକୁ କୁହ। Sien die hoofstukପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ। Sien die hoofstukଓଡିଆ ବାଇବେଲ1 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ। Sien die hoofstuk |