ଯିରିମୀୟ 3:8 - ପବିତ୍ର ବାଇବଲ8 ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇସ୍ରାଏଲ ବ୍ୟଭିଗ୍ଭର କରିବା ହେତୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ୟ ଯାଇ ବ୍ୟଭିଗ୍ଭର କଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମିନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା । Sien die hoofstukଓଡିଆ ବାଇବେଲ8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା। Sien die hoofstuk |