ଯିରିମୀୟ 4:15 - ପବିତ୍ର ବାଇବଲ15 ହଁ ତୁମ୍ଭେ ଯତ୍ନ ସହକାରେ ଶୁଣିବା ଉଚିତ୍, କାରଣ ଦାନରୁ ଏକ ସ୍ୱର ଶୁଣାଯିବ ଏବଂ ଇଫ୍ରୟିମ ପର୍ବତରୁ ଏକ ଦୁଃସମ୍ବାଦ ଆସୁଅଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)15 କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ; Sien die hoofstukଓଡିଆ ବାଇବେଲ15 କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ; Sien die hoofstuk |