ଯିରିମୀୟ 6:18 - ପବିତ୍ର ବାଇବଲ18 ତେଣୁ ହେ ନାନାଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କର କ’ଣ ହେବାକୁ ଯାଉଛି, ହୃଦୟଙ୍ଗମ କର। Sien die hoofstukପବିତ୍ର ବାଇବଲ (Re-edited) - (BSI)18 ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ତଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ। Sien die hoofstukଓଡିଆ ବାଇବେଲ18 ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ। Sien die hoofstuk |