ଯିରିମୀୟ 6:27 - ପବିତ୍ର ବାଇବଲ27 “ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଜଣେ ପରୀକ୍ଷକ ଓ ନିର୍ମଳ ରୂପେ ନିଯୁକ୍ତ କରିଅଛୁ, ତୁମ୍ଭେ ଯେପରି ମୋ’ ଲୋକମାନଙ୍କୁ ପରୀକ୍ଷା କରି ସେମାନଙ୍କର ପଥ ଜ୍ଞାତ ହୋଇ ପାରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)27 ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ଵରୂପ କରିଅଛୁ। Sien die hoofstukଓଡିଆ ବାଇବେଲ27 ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ୱରୂପ କରିଅଛୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 “ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗ ସ୍ୱରୂପ କରିଅଛୁ। Sien die hoofstuk |