ଯିରିମୀୟ 8:21 - ପବିତ୍ର ବାଇବଲ21 ମୋର ହୃଦୟ ଭାଙ୍ଗି ଯାଇଛି କାରଣ ମୋର ଲୋକମାନଙ୍କର ହୃଦୟ ଭାଙ୍ଗି ଯାଇଛି। ମୁଁ ମଳିନ, ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)21 ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରା; କରିଅଛି। Sien die hoofstukଓଡିଆ ବାଇବେଲ21 ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି। Sien die hoofstuk |