ଯିରିମୀୟ 9:9 - ପବିତ୍ର ବାଇବଲ9 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା। ଏହି ପ୍ରକାର ଗୋଷ୍ଠୀକୁ ଆମ୍ଭେ ଦଣ୍ଡ ବିଧାନ ନ କରି କ’ଣ ରହିପାରିବା?” Sien die hoofstukପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ? Sien die hoofstukଓଡିଆ ବାଇବେଲ9 ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କ’ଣ ପରିଶୋଧ ନେବ ନାହିଁ ?” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ? Sien die hoofstuk |