ଯୂନସ 1:11 - ପବିତ୍ର ବାଇବଲ11 ପବନ ଓ ଢେଉ ସମୁଦ୍ରରେ ଅଧିକ ଶକ୍ତିଶାଳୀ ହୋଇ ବଢ଼ିବାକୁ ଲାଗିଲା। ତେଣୁ ଲୋକମାନେ ଯୂନସକୁ କହିଲେ, “ଆମ୍ଭେମାନେ ଆମ୍ଭମାନଙ୍କୁ ରକ୍ଷା କରିବାକୁ କ’ଣ କରିବୁ? ତୁମ୍ଭ ପ୍ରତି କ’ଣ କଲେ ସମୁଦ୍ର ଶାନ୍ତ ହେବ?” Sien die hoofstukପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ସେମାନେ ତାଙ୍କୁ କହିଲେ, ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା? କାରଣ ସମୁଦ୍ର ବେଳକୁ ବେଳ ପ୍ରଚଣ୍ତ ହୋଇ ଉଠିଲା। Sien die hoofstukଓଡିଆ ବାଇବେଲ11 ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା ?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା। Sien die hoofstuk |