ଯୂନସ 1:5 - ପବିତ୍ର ବାଇବଲ5 ଲୋକମାନେ ବୁଡ଼ି ଯାଉଥିବା ନୌକାକୁ ହାଲୁକା କରିବାକୁ ଇଚ୍ଛା କଲେ। ସେମାନେ ନୌକାରେ ବୋଝେଇ ହୋଇଥିବା ମାଲକୁ ସମୁଦ୍ରକୁ ଫିଙ୍ଗିବା ଆରମ୍ଭ କଲେ। ନାବିକମାନେ ଭୟଭୀତ ହୋଇ ପଡ଼ିଲେ। ସମସ୍ତେ ନିଜ ନିଜ ଈଶ୍ୱରଙ୍କୁ ଡାକିବା ଆରମ୍ଭ କଲେ। ମାତ୍ର ଯୂନସ ଜାହାଜ ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇ ଦେଲେ। ମାତ୍ର ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ। Sien die hoofstukଓଡିଆ ବାଇବେଲ5 ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇ ଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ। Sien die hoofstuk |