ଯୂନସ 2:9 - ପବିତ୍ର ବାଇବଲ9 ପରିତ୍ରାଣ କେବଳ ସଦାପ୍ରଭୁଙ୍କ ନିକଟରୁ ଆସେ। ହେ ସଦାପ୍ରଭୁ, ମୁଁ ବଳିଦାନ ଦେବାକୁ ପ୍ରସ୍ତୁତ ଏବଂ ମୁଁ ତୁମ୍ଭକୁ ପ୍ରଶଂସା ଓ ଧନ୍ୟବାଦ ଜଣାଇବି। ମୁଁ କରିଥିବା ସମସ୍ତ ଶପଥ ରକ୍ଷା କରିବି।” Sien die hoofstukପବିତ୍ର ବାଇବଲ (Re-edited) - (BSI)9 ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ। Sien die hoofstukଓଡିଆ ବାଇବେଲ9 ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।” Sien die hoofstuk |