ଯୂନସ 4:7 - ପବିତ୍ର ବାଇବଲ7 ପରଦିନ ପ୍ରଭାତରେ ପରମେଶ୍ୱର ସେହି ଗଛକୁ ଖାଇଦେବାକୁ ଗୋଟିଏ କୀଟ ପଠାଇଲେ। ସେହି କୀଟ ଗଛଟିକୁ ଖାଇଲା ଓ ଗଛ ମରିଗଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)7 ମାତ୍ର ତହିଁ ଆର ଦିନ ଅରୁଣୋଦୟ ସମୟରେ ପରମେଶ୍ଵର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା। Sien die hoofstukଓଡିଆ ବାଇବେଲ7 ମାତ୍ର ତହିଁ ଆର ଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ତହିଁ ଆରଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା। Sien die hoofstuk |