ଯୂନସ 4:9 - ପବିତ୍ର ବାଇବଲ9 କିନ୍ତୁ ପରମେଶ୍ୱର ଯୂନସକୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ଏହି ଗଛ ସକାଶୁ ତୁମ୍ଭେ ରାଗିବା ଠିକ୍ କରିଛ?” ଯୂନସ ଉତ୍ତର ଦେଲେ, “ହଁ ପ୍ରଭୁ, ମୁଁ ରାଗି ଠିକ୍ କରିଛି। ମୁଁ ମରିବାକୁ ଅଧିକ ରାଗୁଛି।” Sien die hoofstukପବିତ୍ର ବାଇବଲ (Re-edited) - (BSI)9 ଏଥିରେ ପରମେଶ୍ଵର ଯୂନସଙ୍କୁ କହିଲେ, ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ? ତହିଁରେ ସେ କହିଲେ, ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ। Sien die hoofstukଓଡିଆ ବାଇବେଲ9 ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।” Sien die hoofstuk |