ବିଳାପ 1:15 - ପବିତ୍ର ବାଇବଲ15 “ସଦାପ୍ରଭୁ ମଝିରେ ଛିଡ଼ା ହୋଇଥିବା ଯୋଦ୍ଧାମାନଙ୍କୁ ପଠେଇ ଦେଇଛନ୍ତି। ସଦାପ୍ରଭୁ ମୋର ଯୁବକମାନଙ୍କୁ ବଧ କରିବା ପାଇଁ ଦଳେ ଲୋକ ଆଣିଛନ୍ତି। ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷା ମର୍ଦ୍ଦନ କଲାପରି ସଦାପ୍ରଭୁ ଯିହୁଦାର କୁମାରୀମାନଙ୍କୁ ପେଷଣ କରିଅଛନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନ କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ଵାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ତରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକି ମର୍ଦ୍ଦନ କରିଅଛନ୍ତି। Sien die hoofstukଓଡିଆ ବାଇବେଲ15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋ’ ଯୁବକଗଣକୁ ଦଳି ପକାଇବା ପାଇଁ ମୋ’ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି। Sien die hoofstuk |