ବିଳାପ 1:16 - ପବିତ୍ର ବାଇବଲ16 “ଏହିସବୁ ବିଷୟ ପାଇଁ ମୁଁ କ୍ରନ୍ଦନ କରୁଅଛି ଓ ମୋର ଚକ୍ଷୁଯୁଗଳ ଲୋତକପୂର୍ଣ୍ଣ ହୋଇଅଛି। କାରଣ ମୋର ସାନ୍ତ୍ୱନାକାରୀ ମୋର ପ୍ରାଣକୁ ଆଶ୍ୱାସନା ଦେବା କଥା, କିନ୍ତୁ ସେ ମୋ'ଠାରୁ ଦୂରେଇ ଅଛନ୍ତି। ମୋର ସନ୍ତାନଗଣ ଅନାଥ ହୋଇଛନ୍ତି, କାରଣ ମୋର ଶତ୍ରୁଗଣ ସେମାନଙ୍କ ଉପରେ ବିଜୟଲାଭ କରିଛନ୍ତି।” Sien die hoofstukପବିତ୍ର ବାଇବଲ (Re-edited) - (BSI)16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ଵନାକାରୀ ଯେ ମୋହର ପ୍ରାଣକୁ ଆଶ୍ଵାସ ଦିଅନ୍ତା; ସେ ମୋʼଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି। Sien die hoofstukଓଡିଆ ବାଇବେଲ16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ’ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ’ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି। Sien die hoofstuk |