ଲେବୀୟ ପୁସ୍ତକ 1:14 - ପବିତ୍ର ବାଇବଲ14 “ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ପକ୍ଷୀ ବଳି ଉତ୍ସର୍ଗ କରିବ, ତେବେ ତାହା କପୋତ କିମ୍ବା ପାରା ଶାବକ ହୋଇଥିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)14 ଆଉ ଯେବେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀଗଣ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ ଘୁଘୁ ଅବା କାପ୍ତାଛୁଆ ମଧ୍ୟରୁ ତାହା ନେବ। Sien die hoofstukଓଡିଆ ବାଇବେଲ14 ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମ ବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ। Sien die hoofstuk |