ଲେବୀୟ ପୁସ୍ତକ 11:21 - ପବିତ୍ର ବାଇବଲ21 ତଥାପି ଚତୁଷ୍ପଦ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୁମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)21 ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ। Sien die hoofstukଓଡିଆ ବାଇବେଲ21 ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ। Sien die hoofstuk |