ଲେବୀୟ ପୁସ୍ତକ 11:34 - ପବିତ୍ର ବାଇବଲ34 ପୁଣି ସେହି ଅଶୁଚି ପାତ୍ରରୁ ଯଦି ପାଣି କୌଣସି ଖାଦ୍ୟ ଦ୍ରବ୍ୟ ଉପରେ ପଡ଼େ ତାହା ମଧ୍ୟ ଅଶୁଚି ହେବ। ଯେକୌଣସି ପାନୀୟ, ପାତ୍ର ମଧ୍ୟରେ ଥିଲେ ତାହା ଅଶୁଚି ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)34 ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ। Sien die hoofstukଓଡିଆ ବାଇବେଲ34 ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ଯେଉଁସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ; Sien die hoofstuk |