ଲେବୀୟ ପୁସ୍ତକ 13:30 - ପବିତ୍ର ବାଇବଲ30 ଯାଜକ ସେହି ଘା’ ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦେଖାଯାଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ। Sien die hoofstukପବିତ୍ର ବାଇବଲ (Re-edited) - (BSI)30 ଆଉ ଦେଖ, ଯେବେ ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ। Sien die hoofstukଓଡିଆ ବାଇବେଲ30 ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ। Sien die hoofstuk |