Aanlyn Bybel

- Advertensies -




ଲେବୀୟ ପୁସ୍ତକ 14:11 - ପବିତ୍ର ବାଇବଲ

11 ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହିସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;

Sien die hoofstuk Kopieer

ଓଡିଆ ବାଇବେଲ

11 ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;

Sien die hoofstuk Kopieer




ଲେବୀୟ ପୁସ୍ତକ 14:11

Volg ons:

Advertensies


Advertensies