Aanlyn Bybel

- Advertensies -




ଲେବୀୟ ପୁସ୍ତକ 14:19 - ପବିତ୍ର ବାଇବଲ

19 “ତା'ପରେ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ କରିବ। ଏହା ପରେ ସେ ହୋମବଳି ବଧ କରିବ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।

Sien die hoofstuk Kopieer

ଓଡିଆ ବାଇବେଲ

19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।

Sien die hoofstuk Kopieer




ଲେବୀୟ ପୁସ୍ତକ 14:19

Volg ons:

Advertensies


Advertensies