Aanlyn Bybel

- Advertensies -




ଲେବୀୟ ପୁସ୍ତକ 14:21 - ପବିତ୍ର ବାଇବଲ

21 “ଆଉ ଯଦି ଲୋକଟି ଦରିଦ୍ର ଓ ସେ ସମସ୍ତ ଦ୍ରବ୍ୟ ଦେବାକୁ ଅକ୍ଷମ, ତେବେ ସେ ନିଜର ପ୍ରାୟଶ୍ଚିତ ପାଇଁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସା ଓ ଶସ୍ୟ ନୈବେଦ୍ୟରୂପେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ଆଣିବ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

21 ଆଉ, ଯେବେ ସେ ଦରିଦ୍ର ଓ ଏତେ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;

Sien die hoofstuk Kopieer

ଓଡିଆ ବାଇବେଲ

21 ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ;

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ;

Sien die hoofstuk Kopieer




ଲେବୀୟ ପୁସ୍ତକ 14:21

Volg ons:

Advertensies


Advertensies