ଲେବୀୟ ପୁସ୍ତକ 15:28 - ପବିତ୍ର ବାଇବଲ28 ପୁଣି ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆଉ ସାତ ଦିନ ଅପେକ୍ଷା କରିବ। ତା'ପରେ ସେ ଶୁଚି ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)28 ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ରହିତ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ। Sien die hoofstukଓଡିଆ ବାଇବେଲ28 ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ। Sien die hoofstuk |