ଲେବୀୟ ପୁସ୍ତକ 17:10 - ପବିତ୍ର ବାଇବଲ10 “ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା। Sien die hoofstukପବିତ୍ର ବାଇବଲ (Re-edited) - (BSI)10 ଆଉ, ଇସ୍ରାଏଲ-ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯେବେ କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତଭୋକ୍ତା ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; Sien die hoofstukଓଡିଆ ବାଇବେଲ10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; Sien die hoofstuk |