ଲେବୀୟ ପୁସ୍ତକ 18:12 - ପବିତ୍ର ବାଇବଲ12 “ତୁମ୍ଭେ ନିଜର ପିଉସୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ପିତାଙ୍କ ଅତି ନିକଟ ସମ୍ପର୍କୀୟ। Sien die hoofstukପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରଜାତା। Sien die hoofstukଓଡିଆ ବାଇବେଲ12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି। Sien die hoofstuk |