Aanlyn Bybel

- Advertensies -




ଲେବୀୟ ପୁସ୍ତକ 18:28 - ପବିତ୍ର ବାଇବଲ

28 ତୁମ୍ଭେମାନେ ଯଦି ସେହି ଘୃଣାଯୋଗ୍ୟ କର୍ମ କର, ତେବେ ଦେଶକୁ ଅଶୁଚି କରିବ। ଦେଶ ଯେପରି ତୁମ୍ଭର ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉ‌ଦ୍‌ଗାର କଲା, ସେହିପରି ସେ ତୁମ୍ଭମାନଙ୍କୁ ବି ଉ‌ଦ୍‌ଗାର କରିବ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସେପରି ତୁମ୍ଭମାନଙ୍କୁ ହିଁ ଉଦ୍ଗାର କରିବ;

Sien die hoofstuk Kopieer

ଓଡିଆ ବାଇବେଲ

28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍‍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍‍ଗାର କରିବ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।

Sien die hoofstuk Kopieer




ଲେବୀୟ ପୁସ୍ତକ 18:28

Volg ons:

Advertensies


Advertensies