ଲେବୀୟ ପୁସ୍ତକ 21:10 - ପବିତ୍ର ବାଇବଲ10 “ଆଉ ନିଜ ଭ୍ରାତାମାନଙ୍କ ଉପରେ ଯେଉଁ ଲୋକ ମହାଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି, ଆଉ ଯିଏ ପବିତ୍ର ବସ୍ତ୍ର ପରିଧାନ କରିବାକୁ ପଦବୀରେ ନିଯୁକ୍ତ ହୋଇଅଛି, ସେ ନିଜ ମସ୍ତକର କେଶ ମୁକୁଳା କରିବା ଉଚିତ୍ ନୁହେଁ ଓ ନିଜ ବସ୍ତ୍ର ଚିରିବା ଉଚିତ୍ ନୁହେଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)10 ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ; Sien die hoofstukଓଡିଆ ବାଇବେଲ10 ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ। Sien die hoofstuk |