ଲେବୀୟ ପୁସ୍ତକ 22:24 - ପବିତ୍ର ବାଇବଲ24 “ଆଉ ମଧ୍ୟ ଯେଉଁ ପ୍ରାଣୀର କୋଷ ମୋଡ଼ା କି ଛେଗ୍ଭ କି ଭଙ୍ଗା କି କଟା ଏପରି ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ କିମ୍ବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳିଦାନ କରିବ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)24 ଆଉ, ଯାହାର କୋଷ ମଳା କି ଛେଚା କି ଭଙ୍ଗା କି କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି କରିବ ନାହିଁ। Sien die hoofstukଓଡିଆ ବାଇବେଲ24 ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ। Sien die hoofstuk |