ଲେବୀୟ ପୁସ୍ତକ 23:6 - ପବିତ୍ର ବାଇବଲ6 “ପୁଣି ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୋଟୀର ପର୍ବ ହେବ। ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୋଟୀର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ। Sien die hoofstukଓଡିଆ ବାଇବେଲ6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ। Sien die hoofstuk |