ଲେବୀୟ ପୁସ୍ତକ 25:10 - ପବିତ୍ର ବାଇବଲ10 ପୁଣି ତୁମ୍ଭେ ପଗ୍ଭଶତମ ବର୍ଷକୁ ପବିତ୍ରରୂପେ ବିବେଚନା କରିବ। ସମୁଦାୟ ଦେଶରେ ପ୍ରତ୍ୟେକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ‘ଯୋବେଲ’ (ମହୋଲ୍ଲାସ ଉତ୍ସବ) ହେବ। ତୁମ୍ଭେମାନେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫେରିଯିବ ଓ ପ୍ରତ୍ୟେକ ନିଜ ନିଜ ବଂଶ ନିକଟକୁ ଫେରିଯିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)10 ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହୋଲ୍ଲାସ-ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ। Sien die hoofstukଓଡିଆ ବାଇବେଲ10 ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୁବ୍ଲୀ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ। Sien die hoofstuk |