Aanlyn Bybel

- Advertensies -




ଲେବୀୟ ପୁସ୍ତକ 25:12 - ପବିତ୍ର ବାଇବଲ

12 କାରଣ ସେହି ବର୍ଷ ମହୋଲ୍ଲାସ-ଉତ୍ସବ ଅଟେ, ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ। ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

12 କାରଣ ତାହା ଯୋବେଲ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ। ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।

Sien die hoofstuk Kopieer

ଓଡିଆ ବାଇବେଲ

12 କାରଣ ତାହା ଯୁବ୍‍ଲୀ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ତାହା ଯୋବେଲ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।

Sien die hoofstuk Kopieer




ଲେବୀୟ ପୁସ୍ତକ 25:12

Volg ons:

Advertensies


Advertensies